ଆରବ ସାଗରରେ ସୃଷ୍ଟି ହେଉଛି ଲଘୁଚାପ କ୍ଷେତ୍ର। ୨୨ ତାରିଖରେ ସାଇକ୍ଲୋନିକ୍ ସର୍କୁଲେସନ।

👇समाचार सुनने के लिए यहां क्लिक करें

ଭୁବନେଶ୍ୱର (ସିଧା ସମ୍ବାଦ)୧୮।୫ : ଆରବ ସାଗରରେ ସୃଷ୍ଟି ହେଉଛି ଲଘୁଚାପ କ୍ଷେତ୍ର। ୨୨ ତାରିଖରେ ସାଇକ୍ଲୋନିକ୍ ସର୍କୁଲେସନ। ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା।

Sidha Sambad
Author: Sidha Sambad

Leave a Comment

और पढ़ें