ଅସୁସ୍ଥ ଟିଟିଲାଗଡ଼ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ଆଶୁ ଆରୋଗ୍ୟ କାମନା କଲେ I

👇समाचार सुनने के लिए यहां क्लिक करें

ଟିଟିଲାଗଡ଼ ବିଧାୟକ ଶ୍ରୀ ନବୀନ କୁମାର ଜୈନ ଅସୁସ୍ଥ ଥିବାରୁ ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ଶ୍ରୀ ଜୈନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

Sidha Sambad
Author: Sidha Sambad

Leave a Comment

और पढ़ें