ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ

👇समाचार सुनने के लिए यहां क्लिक करें

ଜଳେଶ୍ଵର : ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ମୃତକ କପାସୁଦା ଗାଁର ହୋଇଥିବା ସୂଚନା । ଦୁଇ ଭାଇ ବିଲକୁ ଚାଷ କାମ ପାଇଁ ଯାଇଥିଲେ। ବିଲରେ ୧୧ କେଭି ବିଦ୍ୟୁତ୍ ତାର ଛିଣ୍ଡି ପଡିଥିଲା। ଫଳରେ ଦୁଇ ଭାଇ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Sidha Sambad
Author: Sidha Sambad

Leave a Comment

और पढ़ें