ଖୋଲିବ ୫୭ କେନ୍ଦ୍ରୀୟ ବିଦ୍ୟାଳୟ।

👇समाचार सुनने के लिए यहां क्लिक करें

ଖୋଲିବ ୫୭ କେନ୍ଦ୍ରୀୟ ବିଦ୍ୟାଳୟ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Sidha Sambad
Author: Sidha Sambad

Leave a Comment

और पढ़ें