ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ସଙ୍ଗମ କୁମାର ସାହୁ
ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ ସଙ୍ଗମ କୁମାର ସାହୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ ତୁଲାଇ ଆସୁଥିଲେ ।




