
ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ
– ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍ଙ୍କ ଦେହାନ୍ତ
– ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍
– ୧୯୯୧ ମସିହାରେ ଅଭିଜିତ୍ଙ୍କ ସଙ୍ଗୀତ କ୍ୟାରିଅର ଆରମ୍ଭ
– ‘ଦକ୍ସିଗଲା’ ଅଭିଜିତ୍ଙ୍କ ପ୍ରଥମ ସମ୍ବଲପୁରୀ ଆଲବମ୍
– ୨୦୦୦ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଆରମ୍ଭ
– ତରଙ୍ଗ ଟିଭିର ‘ମେଲୋଡି ନାଇଟ୍ସ’ ଖୁବ୍ ଲୋକପ୍ରିୟ ହୋଇଥିଲା
– ୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ




