ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ମେ ୨୩ରୁ ୨୮ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା । ଏହା ବାତ୍ୟାରେ ପରିଣତ ହୋଇ ୨୪ରୁ ୨୬ତାରିଖ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଛି । ଏହା ଓଡ଼ିଶା ଉପକୂଳ ଓ ବାଂଲାଦେଶର ଚତୋଗ୍ରାମରେ ପ୍ରଭାବ ପକାଇପାରେ । ବାଂଲଦେଶ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସାମ୍ଭାବ୍ୟ ବାତ୍ୟାର ନାଁ ଶକ୍ତି ରଖାଯାଇଛି






