ସୁନା ଦାମ୍‌ ଟପିଲା ଲକ୍ଷେ ଟଙ୍କା

👇समाचार सुनने के लिए यहां क्लिक करें

ପୁଣି ଭାଙ୍ଗିଲା ସବୁ ରେକର୍ଡ,୧ ଲକ୍ଷ ଟଙ୍କା ଟପିଲା ସୁନା ଦର ଭାଙ୍ଗିଲା ସବୁ ରେକର୍ଡ,ଶୁକ୍ରବାର ସୁନା ଦାମ୍‌ ପୁଣି ସଭିଁଙ୍କ ଚିନ୍ତା ବଢାଇ ଦେଇଛି,୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହା ୯୯,୨୮୦ ଟଙ୍କା ଥିଲା । ଏଥିରେ ୨,୧୨୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୨,୯୫୦ ଟଙ୍କା ହୋଇଛି । ଗତକାଲି ୯୧,୦୦୦ ଟଙ୍କା ଥିଲା । ଏଥିରେ ୧,୯୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୭୬,୦୫୦ ଟଙ୍କା ରହିଛି । ଗତକାଲି ୭୪,୪୬୦ ଟଙ୍କା ଥିଲା । ଏଥିରେ ୧,୫୯୦ ଟଙ୍କା ବୃଦ୍ଧି ହୋଇଛି ।

Sidha Sambad
Author: Sidha Sambad

Leave a Comment

और पढ़ें