ଖଣ୍ଡପଡ଼ା ବ୍ଳକ ରେ ଜିଲ୍ଲାପାଳ ଙ୍କ ଜନଶୁଣାଣୀ ଶିବିର ୧୪ରେ

👇समाचार सुनने के लिए यहां क्लिक करें

ଖଣ୍ଡପଡ଼ା ୧୨|୭ (ସିଧା ସମ୍ବାଦ) ଖଣ୍ଡପଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ଆସନ୍ତା ୧୪ ତାରିଖ ସୋମବାର ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ ହେବ। ଜନଶୁଣାଣୀ ଶିବିରରେ ନୟାଗଡ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡିକ ଉପରେ ଶୁଣାଣି କରିବେ ବୋଲି ଜଣାପଡିଛି।ଖଣ୍ଡପଡ଼ା ବ୍ଲକ ଅଞ୍ଚଳର ଜନସାଧାରଣ ଜନଶୁଣାଣୀ ଶିବିରରେ ଉପସ୍ଥିତ ରହିବାକୁ ବ୍ଲକ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।

Sidha Sambad
Author: Sidha Sambad

Leave a Comment

और पढ़ें