ଆସୁଛି ଆଉ ୨ଟି ଲଘୁଚାପ ll

👇समाचार सुनने के लिए यहां क्लिक करें

– ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ
– ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ
– ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ
– ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ
– ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ
– ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା
– ୩୦ରେ ମିଆମାର୍‌ ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ
– ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା
– ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା
– ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

Sidha Sambad
Author: Sidha Sambad

Leave a Comment

और पढ़ें