କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ

👇समाचार सुनने के लिए यहां क्लिक करें

ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l

ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l

ପୂର୍ତ୍ତ ବିଭାଗର ଗୋଟିଏ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୋଟିଏ ଏବଂ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଯୋଜନା ବିଭାଗର ଦୁଇଟି, ଏହିଭଳି ମୋଟ ୪ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା l

Sidha Sambad
Author: Sidha Sambad

Leave a Comment

और पढ़ें