ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ।ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।

👇समाचार सुनने के लिए यहां क्लिक करें

ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ।ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।

Sidha Sambad
Author: Sidha Sambad

Leave a Comment

और पढ़ें