ଓଡ଼ିଆ ପୁଅ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର।ଓଡ଼ିଆ ଅଧିକାରୀ ଶିରୀଷ ଚନ୍ଦ୍ର ମୁର୍ମୁ

👇समाचार सुनने के लिए यहां क्लिक करें

ଓଡ଼ିଆ ପୁଅ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର।ଓଡ଼ିଆ ଅଧିକାରୀ ଶିରୀଷ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଛି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ୍ କମିଟି ତାଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି। ଏହି ପଦରେ ସେ ତିନି ବର୍ଷ କାର୍ଯ୍ୟ କରିବେ। ବର୍ତ୍ତମାନ ସେ ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ଆସନ୍ତା ଅକ୍ଟୋବର ୮ରେ ଡେପୁଟି ଗଭର୍ଣ୍ଣର ଏମ୍ ରାଜେଶ୍ବର ରାଓ ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ ଶ୍ରୀ ମୁର୍ମୁ କାର୍ଯ୍ୟ କରିବେ। ଶିରୀଷଙ୍କ ଘର ହେଉଛି ମୟୂରଭଞ୍ଜ ଜିଲ୍ଲାର ବେତନଟୀରେ।

Sidha Sambad
Author: Sidha Sambad

Leave a Comment

और पढ़ें