ନୂଆପଡ଼ା ଉପନିର୍ବାଚନ ପାଇଁ ଘାସୀରାମ ମାଝୀ କଂଗ୍ରେସ ପ୍ରାର୍ଥୀ

👇समाचार सुनने के लिए यहां क्लिक करें

ନୂଆପଡ଼ା ଉପନିର୍ବାଚନ ପାଇଁ ଘାସୀରାମ ମାଝୀ କଂଗ୍ରେସ ପ୍ରାର୍ଥୀ।ଏଆଇସିସି ପକ୍ଷରୁ ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରାଯାଇଛି । ଘାସୀରାମ ମାଝୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି । ତେବେ ବିଜେଡି ଓ ବିଜେପି ପକ୍ଷରୁ ଏଯାଏ ପ୍ରାର୍ଥୀ ଘୋଷଣା କରାଯାଇନାହିଁ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଗୁଲ ବାଜିବା ପରେ କମ୍ପିଲାଣି ପ୍ରଚାର ମୈଦାନ । ନୂଆପଡ଼ା ଦଖଲ ପାଇଁ ୩ ଦଳ ନିଜ ଢଙ୍ଗରେ ପ୍ରସ୍ତୁତ କଲେଣି ରଣନୀତି । ସରକାରରେ ଥିବାରୁ ବିଜେପି କାହାକୁ ପ୍ରାର୍ଥୀ କରିବ ତା ଉପରେ ସମସ୍ତଙ୍କର ନଜର ରହିଛି।

Sidha Sambad
Author: Sidha Sambad

Leave a Comment

और पढ़ें