
ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପୁରୀର ଏକ ହୋଟେଲରେ ବଙ୍ଗୀୟ ଯାତ୍ରୀ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ କରୁଥିବା ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଘୋର ଆଘାତ ଦେଇଛି। କେବଳ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ ନୁହେଁ ଚପଲ ପିନ୍ଧି ଏହାକୁ ସେବନ କରିବାକୁ ନେଇ ମଧ୍ୟ ଉଦବେଗ ପ୍ରକାଶ ପାଇଛି।






