ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ସାମିଲ ହେଲେ ହଜାର ହଜାର ମହିଳା ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ ସମାହାର
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ।ଠିକାଦାରଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ।
ଉପର ଲାନ୍ଥ ଓ ଲୋୟର ଇନ୍ଦ୍ରା ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ ● ପକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ନିର୍ଦ୍ଦେଶ