ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର (DHH) ଜଣେ କର୍ମଚାରୀଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ
‘ଗିଫ୍ଟ ଅଫ୍ ସାଇଟ୍’ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ ଚକ୍ଷୁ ଦାନ ଉପରେ ଜନସଚେତନତା ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଆହ୍ୱାନ I
ପୂର୍ତ୍ତ ବିଭାଗର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ – ପ୍ରସ୍ତାବିତ ସବୁ ନିର୍ମାଣ ପ୍ରକଳ୍ପର ନିର୍ମାଣ-ପୂର୍ବ କାର୍ଯ୍ୟକଳାପ ଏବଂ ଆନୁଷଙ୍ଗିକ ପ୍ରକ୍ରିୟା ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ – ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକ ସହର ଆଉଟର ରିଙ୍ଗ୍ରୋଡ୍ ନିର୍ମାଣ କରିବା ନେଇ ଯୋଜନା – କଟକ-ସମ୍ବଲପୁର ଜାତୀୟ ରାଜପଥ-୫୫ କୁ ୬ ଲେନ୍ କରିବା ନେଇ ହେବ ସର୍ଭେ – ସବୁ ରାଜ୍ୟ ରାଜପଥକୁ ୪ ଲେନ୍ କରିବା ପାଇଁ ତ୍ଵରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ