Category: ଆଜି ଫୋକସରେ

ବଳରାମ ଦାସଙ୍କ ସମାଧିପୀଠସ୍ଥିତ ବେଗୁନିଆରେ ନିର୍ମାଣ ହେବ ‘ଲକ୍ଷ୍ମୀ ପୁରାଣ କରିଡର’ “ଶକ୍ତି ବନ୍ଦନାର ମହାଗାଥା” ଜାତୀୟ ଆଲୋଚନାଚକ୍ରର ଉଦ୍‌ଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାଲକ୍ଷ୍ମୀ ପୁରାଣର ମୂଳ ବାର୍ତ୍ତା କେବଳ ଧାର୍ମିକ ନୁହେଁ, ଏହା ଏକ ସାମାଜିକ ବିପ୍ଳବର ପ୍ରତୀକ: ମାନ୍ୟବର ଉପ – ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା