କୁମ୍ଭାରଗୁଡ଼ା ଛକ ଠାରେ ବିଜେପି ଦଳ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ରାୟଗଡ଼ା, ତା ୧୮/୦୫(ଆପ୍ର):-ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ବୁଡ଼ାଗୁଡ଼ା ପଞ୍ଚାୟତର କୁମ୍ଭାରଗୁଡ଼ା ଗ୍ରାମ ଛକ ଠାରେ ବିଜେପି ଦଳ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି
ବାବା ସାହେବ ଭୀମରାଓ ଆମ୍ବେଦକର ଓ ଧର୍ତ୍ତିଆଵା ବିର୍ସାମୁଣ୍ଡା ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଡ଼ଃ ବାବା ସାହେବ ଭୀମରାଓ ଆମ୍ବେଦକର ଓ ଧର୍ତ୍ତିଆବା ବିର୍ସାମୁଣ୍ଡା ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସମାରୋହରେ ପାଳନ କରାଯାଇଛି।
ବୌଦ୍ଧ ଜିଲ୍ଲା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦଭାବନା ସଭା ଗୃହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିକାଶମୂଳକ ପ୍ରକଳ୍ପକୁ ନେଇ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି।
ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ହଜାର ହଜାର ଲୋକଙ୍କ ସହ ହାତରେ ତ୍ରିରଙ୍ଗା ଧରି ପଞ୍ଚାୟତ ଅଞ୍ଚଳରେ ବୁଲିଲେ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗା ଯାତ୍ରା ଆତଙ୍କବାଦ ବିରୋଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ- ମୁଖ୍ୟମନ୍ତ୍ରୀ
ମାନ୍ୟବର ମନ୍ତ୍ରୀ, ଆଇନ, ପୂର୍ତ୍ତ, ଅବକାରି ବିଭାଗ, ଓଡିଶା, ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ମୟୂରଭଞ୍ଜ ଗସ୍ତ ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ କଲେ ସମୀକ୍ଷା।