Category: ଆଜି ଫୋକସରେ

ରାଜ୍ୟସ୍ତରୀୟ ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଏବଂ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ ତମ ଜନ୍ମବାର୍ଷିକୀ ଉତ୍ସବ ପାଳିତ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ସ୍ମାରକୀ ତୀର୍ଥସ୍ଥଳୀ ଓ ତାଙ୍କ ସମାଧି ପୀଠକୁ ଐତିହ୍ୟ ସ୍ମୃତି ପୀଠ ଭାବେ ପରିଣତ କରାଯିବ ଅଲଚିକି ଲିପିର ୧୦୦ ବର୍ଷ ପୂରଣ ସମାରୋହ ୧ ବର୍ଷ ବ୍ୟାପି ସାରା ରାଜ୍ୟରେ ହେବ ସାନ୍ତାଳୀ ଭାଷାର ପ୍ରଚାର ପ୍ରସାର ପାଇଁ ଏକ ଅନ୍ତର୍ଜାତୀୟ ସେମିନାର ଆୟୋଜନ ହେବ ବାରିପଦାରେ ଅଲଚିକି ଲାଇବ୍ରେରୀ ପ୍ରତିଷ୍ଠା ପଣ୍ଡିତ ରଘୁନାଥ ମୁର୍ମୁ ଓପନ ଥିଏଟର-ସଂଗ୍ରହାଳୟ, ଏବଂ ତାଙ୍କ କର୍ମଭୂମି ଠାରେ ଐତିହ୍ୟ ଭବନ ପ୍ରତିଷ୍ଠା ହେବ ସମସ୍ତ କାର୍ଯ୍ୟ ପାଇଁ ସମୁଦାୟ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ପଣ୍ଡିତ ମୁର୍ମୁଙ୍କ ଆଦର୍ଶ ହେଉଛି ସାନ୍ତାଳ ସମାଜ ପାଇଁ ପ୍ରକୃତ ମାର୍ଗ ଆମ ସରକାର ରଘୁନାଥ ମୁର୍ମୁଙ୍କ ନାମକୁ ରାଜ୍ୟର ଶିକ୍ଷା ଓ ସଂସ୍କୃତି ନୀତିର ଏକ ଅଭିନ୍ନ ଅଂଶ କରିଛି ପଣ୍ଡିତ ମୂର୍ମୁ ଏକ ଆନ୍ଦୋଳନ, ଏକ ଚେତନା, ଏକ ଶିଳ୍ପ ଓ ସଂସ୍କୃତିର ଅଭିଜ୍ଞାନ – ମୁଖ୍ୟମନ୍ତ୍ରୀ

ବିଏମଏସ୍ ତରଫରୁ ବିଶିଷ୍ଟ ଶ୍ରମୀକ ନେତା ପୃଥୀରାଜ ପଣ୍ଡାଙ୍କୁ ସମ୍ବର୍ଦ୍ଧନା ସମ୍ଭାବ୍ୟ ଯୁଦ୍ଧ୍ୟ ପରିସ୍ଥିତି ପାଇଁ ସମସ୍ତ ଆନ୍ଦୋଳନ ଓ ହରତାଳ ବନ୍ଦ କଲା ବିଏମଏସ୍ ପୃଥୀରାଜ ପଣ୍ଡା ଙ୍କୁ ମର୍ଯ୍ୟାଦାଜନକ ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ