Category: ଆଜି ଫୋକସରେ

ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳା ସାରା ଭାରତର ମହିଳା ମାନଙ୍କ ପାଇଁ ଉଦ୍ୟୋଗୀ ହେବା ପାଇଁ ପ୍ରେରଣା ପ୍ରଦାନ କରିବ ଏହି ମେଳା ଏକ ‘ନାରୀ ଶକ୍ତିର ମହୋତ୍ସବ’ ଆମ ସରକାର ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ଆନ୍ଦୋଳନ, ଏକ ସଂକଳ୍ପ – ମୁଖ୍ୟମନ୍ତ୍ରୀ

ଓଡ଼ିଶାକୁ କୁପୋଷଣ ମୁକ୍ତ କରିବା ପାଇଁ ମିଶନ ମୋଡରେ କାର୍ଯ୍ୟ କରିବାକୁ ପଡିବ – ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପୋଷଣ ସମ୍ବନ୍ଧରେ ଓଡ଼ିଶାର କୋଣେ ଅନୁକୋଣ ଜନସଚେତନତା ସୃଷ୍ଟି କରିବା ଉପରେ ପ୍ରାଧାନ୍ୟ ଦେଇଥିଲେ ଉପ ମୁଖ୍ୟମନ୍ତ୍ରୀ

ସରକାରୀ ମେଡିକାଲ କଲେଜ ଓ ହସ୍‌ପିଟାଲର ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଏମ୍‌ସ ପ୍ଲସ ପ୍ଲସ (AIIMS ++) ସ୍ତରକୁ ବିକଶିତ ହେବ ୧୫୯୪ କୋଟିରେ ବୁର୍ଲା ଭୀମସାର, ୧୦୧୪.୧୩ କୋଟିରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲ, ୬୨୭.୧୬ କୋଟିରେ ରାଉରକେଲା ସରକାରୀ ହସ୍‌ପିଟାଲର ପୁନଃବିକାଶ କରାଯିବ