Category: ଆଜି ଫୋକସରେ

ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ ACME ଓ IHI କର୍ପୋରେସନ ସହିତ ଓଡିଶା ସରକାରଙ୍କ ସହଯୋଗ ପତ୍ର(Memorandum of Cooperation) ସ୍ୱାକ୍ଷରିତ ପାରାଦୀପ ଓ ଗୋପାଳପୁରରେ ହେବ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ନିଯୁକ୍ତି-୭,୬୦୦ ରାଜ୍ୟର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି ଦ୍ୱାରା ପରିଚାଳିତ ହେବ ଗ୍ଲୋବାଲ୍ ଗ୍ରୀନ୍ ହବ୍ ହେବ ଓଡ଼ିଶା – ମୁଖ୍ୟମନ୍ତ୍ରୀ

ବଳରାମ ଦାସଙ୍କ ସମାଧିପୀଠସ୍ଥିତ ବେଗୁନିଆରେ ନିର୍ମାଣ ହେବ ‘ଲକ୍ଷ୍ମୀ ପୁରାଣ କରିଡର’ “ଶକ୍ତି ବନ୍ଦନାର ମହାଗାଥା” ଜାତୀୟ ଆଲୋଚନାଚକ୍ରର ଉଦ୍‌ଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାଲକ୍ଷ୍ମୀ ପୁରାଣର ମୂଳ ବାର୍ତ୍ତା କେବଳ ଧାର୍ମିକ ନୁହେଁ, ଏହା ଏକ ସାମାଜିକ ବିପ୍ଳବର ପ୍ରତୀକ: ମାନ୍ୟବର ଉପ – ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା