ଓଡ଼ିଶାକୁ କୁପୋଷଣ ମୁକ୍ତ କରିବା ପାଇଁ ମିଶନ ମୋଡରେ କାର୍ଯ୍ୟ କରିବାକୁ ପଡିବ – ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପୋଷଣ ସମ୍ବନ୍ଧରେ ଓଡ଼ିଶାର କୋଣେ ଅନୁକୋଣ ଜନସଚେତନତା ସୃଷ୍ଟି କରିବା ଉପରେ ପ୍ରାଧାନ୍ୟ ଦେଇଥିଲେ ଉପ ମୁଖ୍ୟମନ୍ତ୍ରୀ
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଏମ୍ସ ପ୍ଲସ ପ୍ଲସ (AIIMS ++) ସ୍ତରକୁ ବିକଶିତ ହେବ ୧୫୯୪ କୋଟିରେ ବୁର୍ଲା ଭୀମସାର, ୧୦୧୪.୧୩ କୋଟିରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲ, ୬୨୭.୧୬ କୋଟିରେ ରାଉରକେଲା ସରକାରୀ ହସ୍ପିଟାଲର ପୁନଃବିକାଶ କରାଯିବ
“ଶୀତଳ ଭଣ୍ଡାର ପାଇଁ ଆର୍ଥିକ ସହାୟତା” ଯୋଜନା ନିମନ୍ତେ ପାଣ୍ଠି ବ୍ୟବସ୍ଥା ଆଗ୍ରହୀ ବ୍ୟକ୍ତି, ସମୁହ ପଞ୍ଜୀକୃତ ଚାଷୀ,କୃଷକ ଉତ୍ପାଦକ ଗୋଷ୍ଠୀ GO-SUGAM ପୋର୍ଟାଲରେ ଆବେଦନ କରିପାରିବେ
ବିଦ୍ୟୁତ ପାଇବାରୁ ବଞ୍ଚିତ ଆଦିବାସୀ ସମ୍ପ୍ରଦାୟ | ସିପିଆଇ ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକିପତ୍ର ପ୍ରଦାନ |