Category: ଆନ୍ତର୍ଜାତୀୟ

ଜୟଦେବ ଭବନରେ ରାଜ୍ୟସ୍ତରୀୟ ଡକ୍ଟର ଆମ୍ବେଦକର ଜୟନ୍ତୀ ଆମ୍ବେଦକର କେବଳ ଏକ ନାମ ନୁହେଁ, ଏକ ବିଚାରଧାରା ଦେଶକୁ ଏକ ସମାବେଶୀ ସାମାଜିକ ଓ ରାଜନୈତିକ ବ୍ୟବସ୍ଥା ପ୍ରଦାନ କରିବାରେ ସେ ଥିଲେ ଅଗ୍ରଣୀ ମୋଦୀଜୀ ଦେଶର ଦାୟିତ୍ବ ନେବା ପରେ ଡକ୍ଟର ଆମ୍ବେଦକରଙ୍କ କୀର୍ତ୍ତି ଓ ମର୍ଯ୍ୟାଦାକୁ ପୁନଃ ପ୍ରତିଷ୍ଠା କରାଯାଇଛି ଓଡିଶାରେ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ପାଇଁ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ 75 ହଜାର କୋଟିରୁ ଅଧିକ ଟଙ୍କା ପ୍ରାବଧାନ କରାଯାଇଛି ଆମ୍ବେଦକରଙ୍କ ନାମରେ ଭୁବନେଶ୍ବରରେ ଏକ ଭବନ ନିର୍ମାଣ ହେବ, ତାଙ୍କ ନାମରେ ରାସ୍ତା ଓ ପାର୍କ ନାମିତ ହେବ – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଏକ ନ୍ୟାୟପୂର୍ଣ୍ଣ ଓ ସମତାଭିତ୍ତିକ ସମାଜ ଗଠନ ପ୍ରତି ଡକ୍ଟର ଆମ୍ବେଦକରଙ୍କ ଦୃଷ୍ଟିକୋଣ ଦେଶର ମାର୍ଗ ଦର୍ଶନ କରିଚାଲିଛି ଓ ଚାଲିଥିବ – ମୁଖ୍ୟମନ୍ତ୍ରୀ