ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହ ଦେଓଙ୍କ ପୂର୍ବତନ ୟୁକେ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାରଙ୍କ ସହ ସାକ୍ଷାତ – ରାଜ୍ୟ ଶକ୍ତି ମନ୍ତ୍ରୀ ସମ୍ମିଳନୀର ନେତୃତ୍ୱ ନେବା ପାଇଁ ଓଡ଼ିଶା ସହ ବୁଝାମଣାପତ୍ର ସ୍ୱାକ୍ଷରିତ।
ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ “ଆଦିବାସୀ ଶକ୍ତି ସମାବେଶ” ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ ଓଡ଼ିଶାର ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ଜନଜାତି କଲ୍ୟାଣ ପାଇଁ ପ୍ରତିବଦ୍ଧ ଆଗାମୀ ୧୧ ବର୍ଷ ରେ ସମୃଦ୍ଧ ଓଡିଶାର ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ – ମୁଖ୍ୟମନ୍ତ୍ରୀ
ନୀଳଗିରି-ପଞ୍ଚଲିଙ୍ଗେଶ୍ଵର-ବଉଳଗଡିଆ ରାସ୍ତା ର ସୁଧାର ପାଇଁ ସିପିଆଇ (ଏମ) ଓ ପୂର୍ତ୍ତ ବିଭାଗ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ।