୨୪ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦ୍ଘାଟିତ ଆମ ହସ୍ତତନ୍ତ ସ୍ଵଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ ଶ୍ରୀ ବଳ ସାମନ୍ତ ୨୨ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ ପ୍ରଦର୍ଶନୀ ଦିବା ୧୧ରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ ଷ୍ଟଲ୍ ପ୍ରଥମ ଥର ପାଇଁ ବିନା ମୂଲ୍ୟରେ ଦିଆଯାଇଛି ଷ୍ଟଲ୍
ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ହେବ ଏହି ସମାବେଶ : ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ