ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ।ଠିକାଦାରଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ।
ରାଜ୍ୟର ଜାତୀୟ ରାଜପଥର ସ୍ଥିତି ପରଖିଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ – ନିର୍ମାଣ କାର୍ଯ୍ୟକୁ ତ୍ୱରିତ ବେଗରେ ଆଗେଇ ନେବାକୁ ନିର୍ଦ୍ଦେଶ – – କାର୍ଯ୍ୟର ଅଗ୍ରଗତି ନେଇ ପ୍ରତି ମାସରେ ହେବ ସମୀକ୍ଷା