ଇନ୍ୱେକ୍ ଓମେନ୍ ବିଜନେସ୍ ମେଳାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଇନ୍ୱେକ୍ ଓମେନ୍ ବିଜନେସ୍ ମେଳା ସାରା ଭାରତର ମହିଳା ମାନଙ୍କ ପାଇଁ ଉଦ୍ୟୋଗୀ ହେବା ପାଇଁ ପ୍ରେରଣା ପ୍ରଦାନ କରିବ ଏହି ମେଳା ଏକ ‘ନାରୀ ଶକ୍ତିର ମହୋତ୍ସବ’ ଆମ ସରକାର ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ଆନ୍ଦୋଳନ, ଏକ ସଂକଳ୍ପ – ମୁଖ୍ୟମନ୍ତ୍ରୀ
କାଶ୍ମୀରର ପାହାଲଗାଓଁ ଠାରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକ ମାନଙ୍କ ଆତ୍ମାର ସଦଗତି ପାଇଁ ଏକ ମହମବତୀ ଶୋଭାଯାତ୍ରା
ଲକ୍ଷ୍ମୀ ସାଗର ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ପ୍ରସଙ୍ଗ | ସି ପି ଆଇଏମ ପକ୍ଷରୁ ଉପଜିଲ୍ଲାପାଳ ଙ୍କୁ ଫେରାଦ ପରେ ପୋଖରୀ ଖୋଳା ଆରମ୍ଭ ।
ଓଡ଼ିଶାକୁ କୁପୋଷଣ ମୁକ୍ତ କରିବା ପାଇଁ ମିଶନ ମୋଡରେ କାର୍ଯ୍ୟ କରିବାକୁ ପଡିବ – ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପୋଷଣ ସମ୍ବନ୍ଧରେ ଓଡ଼ିଶାର କୋଣେ ଅନୁକୋଣ ଜନସଚେତନତା ସୃଷ୍ଟି କରିବା ଉପରେ ପ୍ରାଧାନ୍ୟ ଦେଇଥିଲେ ଉପ ମୁଖ୍ୟମନ୍ତ୍ରୀ
ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ-୨୦୨୫ ଅନୁଷ୍ଠିତ ସମୁଦାୟ ୫୧ ଲକ୍ଷ ଚାଷୀ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି ପାଇଲେ ଆଗାମୀ ପାଞ୍ଚ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଯୋଗାଇ ଦେବା ପାଇଁ ଆମେ ଲକ୍ଷ୍ୟ ରଖିଛୁ ଚାଷୀଙ୍କ ଉନ୍ନତି ସାଧନ ପାଇଁ ଆମର ଦୃଢ ଇଛା ଶକ୍ତି ରହିଛି ଚାଷ କାର୍ଯ୍ୟ ଆରମ୍ଭ ଠାରୁ ଫସଲ ବିକ୍ରି ପର୍ଯ୍ୟନ୍ତ ସବୁ ସୁବିଧା ଅସୁବିଧା ସମୟରେ ଆମେ ଚାଷୀଙ୍କ ପାଖରେ ପହଞ୍ଚିବୁ, – ମୁଖ୍ୟମନ୍ତ୍ରୀ