ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଏମ୍ସ ପ୍ଲସ ପ୍ଲସ (AIIMS ++) ସ୍ତରକୁ ବିକଶିତ ହେବ ୧୫୯୪ କୋଟିରେ ବୁର୍ଲା ଭୀମସାର, ୧୦୧୪.୧୩ କୋଟିରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲ, ୬୨୭.୧୬ କୋଟିରେ ରାଉରକେଲା ସରକାରୀ ହସ୍ପିଟାଲର ପୁନଃବିକାଶ କରାଯିବ