କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକଙ୍କ ଘରୁ ଲୁଟ୍ ଘଟଣା….. ନୀଳଗିରିରୁ ଦିଲ୍ଲୀ ପୋଲିସ ପୁଣି ଜବତକଲା ଲକ୍ଷେ ସତୁରୀ ହଜାର ଟଙ୍କା ।
ମୟୂରଭଞ୍ଜର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବିଶୋଇ ବ୍ଲକ ମୁଖ୍ୟାଳୟରେ +୨ ମହାବିଦ୍ୟାଳୟ ସ୍ଥାପନ ହେବ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରାଯିବ ଷ୍ଟାଡିଅମରେ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତି ସ୍ଥାପନ ହେବ ମୟୂରଭଞ୍ଜ ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ ଗତ ୧୧ ମାସରେ ଆମେ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ସମର୍ଥ ହୋଇଛୁ – ମୁଖ୍ୟମନ୍ତ୍ରୀ