ମିଶନ ଶକ୍ତି ପକ୍ଷରୁ ଆୟୋଜିତ ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ଯୋଗ ଦେଲେ ହଜାର ହଜାର ମହିଳା ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ ସମାହାର ସିନ୍ଦୁରର ନାଲି ରଙ୍ଗ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତବାସୀଙ୍କ ପାଇଁ ବିଜୟର ସଂକେତ – ମୁଖ୍ୟମନ୍ତ୍ରୀ
ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ, ସମୁଦାୟ ୯ଟି ବିପର୍ଯ୍ୟୟ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷିତ ।