କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଏହାକୁ ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରିବା ପାଇଁ ଡିପିଆର୍ ପ୍ରସ୍ତୁତ କରିବାକୁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।