Day: June 21, 2025

କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ଯୋଗଦେଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗାଭ୍ୟାସ କଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଗଣ, ସାଂସଦଗଣ ଓ ବିଧାୟକଗଣ ପ୍ରାୟ ୧୫,୦୦୦ ଜନସାଧାରଣ କଲେ ଯୋଗାଭ୍ୟାସ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର   ଶାରୀରିକ ବ୍ୟାୟମ ଠାରୁ ଯୋଗର ସ୍ଥାନ ବହୁତ ଉଚ୍ଚରେ ଆମେ ଯୋଗକୁ ବିଦ୍ୟାଳୟ କାର୍ଯ୍ୟକ୍ରମ ଏବଂ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ପଦକ୍ଷେପ ନେଉଛୁ – ମୁଖ୍ୟମନ୍ତ୍ରୀ