ରାଜ୍ୟ ସରକାର ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ। ପଞ୍ଚାୟତ କର୍ମଚାରୀଙ୍କଠାରୁ ବିଡିଓଙ୍କ ପର୍ଯ୍ୟନ୍ତ ଅଫିସ ଆସି ଟିପ ମାରିବେ