ନିଜ ଜିଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି: ଗୋଟିଏ ସ୍ଥାନରେ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ।ବାର୍ଷିକ ବଦଳି ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୫ ମଧ୍ୟରେ ହେବ।
ଭୁବନେଶ୍ୱର:୪ ହଜାର ୭ଶହ ୩୯ କୋଟିର ନିବେଶକୁ ସିଙ୍ଗଲ୍ ଉଇଣ୍ଡୋ କ୍ଲିୟରାନ୍ସ ଅଥରିଟିର ଅନୁମୋଦନ,ସୃଷ୍ଟି ହେବ ୨୫ ହଜାର ୨ଶହ ଚାକିରି।
ଭୁବନେଶ୍ୱର-ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତ୍ତର,ଆସନ୍ତା ୨୨ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି।
ଭୁବନେଶ୍ୱର:ସ୍କୁଲରେ ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ମନ୍ତ୍ରୀ।