ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଶ୍ରୀ ଦେଓରଂଜନ କୁମାର ସିଂ।
ଜାତୀୟ ଯୁବ ଦିବସ ପାଳନ ଅବସରରେ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ବନ୍ଦେମାତରମ୍ ସାମୂହିକ ଗାନ ୧୬ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷାନୁଷ୍ଠାନ ଏବଂ ୨୧ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ କଣ୍ଠରେ ମା ଭାରତୀର ଜୟଗାନ