ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଓଡିଶାର ୪୦,୩୮୦ ପାଣି ପଞ୍ଚାୟତ ୨୪.୧୨ ଲକ୍ଷ ହେକ୍ଟର ଜମିରେ ପାଣି ପରିଚାଳନା କରୁଛନ୍ତି ଆଗାମୀ ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ବ୍ୟବସ୍ଥା, ୨୦୩୬ ସୁଦ୍ଧା ୯୦ ପ୍ରତିଶତ ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆଯିବ-ମୁଖ୍ୟମନ୍ତ୍ରୀ