Day: February 10, 2026

ମହାରାଷ୍ଟ୍ର ଗସ୍ତରେ ବାଚସ୍ପତି ଶ୍ରୀମତୀ ପାଢ଼ୀ ସମ୍ବିଧାନର ୧୦ମ ଅନୁସୂଚୀ ଅନୁଯାୟୀ ବାଚସ୍ପତିଙ୍କ ଭୂମିକା ସମ୍ପର୍କିତ କମିଟି ସମ୍ମିଳନୀ ଅନୁଷ୍ଠିତ ସମ୍ବିଧାନ ତଥା ଆଇନ ବିଶାରଦଙ୍କୁ ନେଇ ଦଳବଦଳ ଆଇନ ଉପରେ ତର୍ଜମା ଜରୁରୀ : ବାଚସ୍ପତି

ରାଷ୍ଟ୍ରୀୟ ପେନସନ୍ ଯୋଜନାକୁ ନେଇ ଦକ୍ଷତା ବିକାଶ ଏବଂ ସଚେତନତା କାର୍ଯ୍ୟକ୍ରମ – ଭୁବନେଶ୍ବର ସ୍ଵତନ୍ତ୍ର କୋଷାଗାର ନଂ – ୧ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ – ୧୬୫ଜଣ ଡିଡିଓଙ୍କ ଅଂଶଗ୍ରହଣ – ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଏନପିଏସ୍ ବ୍ୟବସ୍ଥାକୁ ସଫଳତାର ସହ କାର୍ଯ୍ୟକାରୀ କରିବାର ଲକ୍ଷ୍ୟ

ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ଆୟୁଷ ଡାକ୍ତର ମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାରରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଆୟୁଷ ଡାକ୍ତର ମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହେବା ବେଳେ, ସର୍ବାଧିକ ଦରମା ୯୧,୪୬୭ ଟଙ୍କାରେ ପହଞ୍ଚିଛି

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଜରୁରୀକାଳୀନ ସ୍ୱାସ୍ଥ୍ୟ ସେବା ହେଲା ଅଧିକ ସୁଦୃଢ଼ ପ୍ରତ୍ୟେକ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲକୁ ନିରନ୍ତର ଆମ୍ବୁଲାନସ ସେବା ଯୋଗାଇଦିଆଯିବ ବିମାନ ଯୋଜନାରେ ଏୟାରଷ୍ଟ୍ରିପରେ ମଧ୍ୟ ଆମ୍ବୁଲାନ୍‌ସ ବ୍ୟବସ୍ଥା କରାଯିବ- ମୁଖ୍ୟମନ୍ତ୍ରୀ