Day: March 20, 2026

ବିଶ୍ୱ ପଖାଳ ଦିବସ ଅବସରରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ ପାଳିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ୮୫୦ କିଲୋଗ୍ରାମ ଚାଉଳରେ ପ୍ରସ୍ତୁତ ୧୧୭୭ କିଲୋଗ୍ରାମର ପଖାଳ ଅବହେଳିତ ସମ୍ପ୍ରଦାୟ (underprivileged community ) ର ୨୦୦୦ ରୁ ଉର୍ଦ୍ଧ୍ୱ ଜନସାଧାରଣ ମାନଙ୍କୁ ବଣ୍ଟାଗଲା ପଖାଳ ପଖାଳ କେବଳ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି ପଖାଳ ଦିବସ ମାଧ୍ୟମରେ ଓଡ଼ିଶାର ଐତିହ୍ୟକୁ ସମ୍ମାନ ଜଣାଇବା ପାଇଁ ଆମ ସରକାର ନିରନ୍ତର ଉଦ୍ୟମ କରୁଛନ୍ତି – ମୁଖ୍ୟମନ୍ତ୍ରୀ