ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ(ଏସଆଇଆର) ଅଭିଯାନ।* ଷଷ୍ଠ ଦିନରେ କୋଟିଏ ରୁ ଅଧିକ ଭୋଟରଙ୍କୁ ଫର୍ମ ବଣ୍ଟନ ଶେଷ; * ସମୁଦାୟ ଭୋଟର ର ୩୦.୬୪ ପ୍ରତିଶତ ପରିଗଣନା ଫର୍ମ ବଣ୍ଟନ।
ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର: ନାମଲେଖା ପ୍ରମାଣପତ୍ର ମିଳିବାରେ ବିଳମ୍ବ ହେଲେ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ I