Day: July 4, 2026

ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା – ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ – ୭୮୫ଟି ଖାତାରେ ଥିବା ୪୭୧୩.୨୨୫ ଏକର ଜମିର ଖତିଆନ ସଂଶୋଧନ କାର୍ଯ୍ୟ ସମ୍ପୂର୍ଣ୍ଣ – ବିଭାଗୀୟ ଅଧିକାରୀ ଏବଂ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନକୁ ରାଜସ୍ବ ମନ୍ତ୍ରୀଙ୍କ ପ୍ରଶଂସା