ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଅନୁସୂଚିତ ଜାତି/ଅନୁସୂଚିତ ଜନଜାତି (ଅତ୍ୟାଚାର ନିବାରଣ) ଆଇନ ଅଧୀନରେ ୬ଟି ସ୍ୱତନ୍ତ୍ର କୋର୍ଟ ଗଠନ।
ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ – କୋଇଡା–ଚଣ୍ଡିଖୋଲ ଓ ରିମୁଳି–ଚମ୍ପୁଆ ଜାତୀୟ ରାଜପଥ ନିର୍ମାଣ ନେଇ ଆଲୋଚନା