*ଓଡ଼ିଶା ସ୍ୱାସ୍ଥ୍ୟକର ଚାଉଳ ବ୍ୟବସାୟ ଶିଖର ସମ୍ମିଳନୀ ୨୦୨୬: ଅଧିକ ପୁଷ୍ଟିଯୁକ୍ତ ଏବଂ ସ୍ୱାସ୍ଥ୍ୟକର ଚାଉଳ ପାଇଁ ବଜାର-କୈନ୍ଦ୍ରିକ ପରିବେଶର ଶୁଭାରମ୍ଭ* * *ଆଗାମୀ ଦିନରେ ବିଶ୍ୱର ଖାଦ୍ୟ ସୁରକ୍ଷା ଆବଶ୍ୟକତା ପୂରଣ କରିବାରେ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ : ଉପ-ମୁଖ୍ୟମନ୍ତ୍ରୀ* * *୬ କୋଟି ଟଙ୍କାର ବ୍ୟବସାୟିକ ପ୍ରତିଶ୍ରୁତି ସହିତ ପ୍ରାୟ ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ଟି ଏମଓୟୁ ସ୍ୱାକ୍ଷରିତ*
*ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ଯପାଳ* *ଚରିତ୍ର ଗଠନ, ଦାୟିତ୍ୱବୋଧ ଓ ମର୍ଯ୍ୟାଦାର ସହ ଜୀବନ ଯାପନ କରିବାରେ ଶିକ୍ଷାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି – ରାଜ୍ୟପାଳ
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ