Day: October 12, 2026

ପୁରୀ ଜିଲ୍ଲାର ହେବ କାୟାକଳ୍ପ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ବଦଳିବ ଶ୍ରୀକ୍ଷେତ୍ରର ଚେହେରା: ବ୍ରିଜ୍‌, ବେଳାଭୂମି ଓ ମନ୍ଦିର ସୌନ୍ଦର୍ଯ୍ୟକରଣର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ଶ୍ରୀ ଜଗନ୍ନାଥ ବିମାନବନ୍ଦର ଓ ରଘୁନନ୍ଦନ ପାଠାଗାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଆଲୋଚନା ଶ୍ରୀକ୍ଷେତ୍ରର ପ୍ରତ୍ୟେକ ବିକାଶ କାର୍ଯ୍ୟରେ ସ୍ଥାନୀୟ ସେବାୟତ ଓ ନାଗରିକଙ୍କୁ ମିଳିବ ପ୍ରାଥମିକତା ଶ୍ରୀ ସେତୁ ନିକଟରେ ଥଇଥାନ ହେବେ ବଡଦାଣ୍ଡ ଉଠା ଦୋକାନୀ ପୁରୀ କେବଳ ଏକ ଜିଲ୍ଲା ନୁହେଁ, ଏହା ଓଡ଼ିଶାର ଅସ୍ମିତା ଓ ଜଗନ୍ନାଥ ପ୍ରେମୀଙ୍କ ଆସ୍ଥାର କେନ୍ଦ୍ର, ସ୍ଥାନୀୟ ନାଗରିକଙ୍କ ଆବଶ୍ୟକତାକୁ ସୁରକ୍ଷିତ ରଖି ସମସ୍ତ ପ୍ରକଳ୍ପକୁ ବିଶ୍ୱସ୍ତରୀୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ