ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା – ପ୍ରାୟ ସମସ୍ତ ଜିଲ୍ଲାରେ କ୍ଷତିପୂରଣ ବଣ୍ଟନ ଶେଷ ପର୍ଯ୍ୟାୟରେ
ଦଶହରା ପୂର୍ବରୁ ଦ୍ୱୈତ ନଗରୀ ରାସ୍ତା ମରାମତିର ସମୀକ୍ଷା କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ – ଅଧିକାଂଶ ରାସ୍ତା ମରାମତି ସରିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଲେ ଉପସ୍ଥିତ ବିଧାୟକ ଗଣ – ବଳକା ରାସ୍ତା ମରାମତିକୁ ଆସନ୍ତା ଦୁଇ ଦିନ ମଧ୍ୟରେ ଶେଷ ପାଇଁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ – ସବୁ ଭିଓପିର ସ୍ଥିତି ସମୀକ୍ଷା କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ – ବିନା ଅନୁମତିରେ ରାସ୍ତା ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ – ନିର୍ମାଣ ବେଳେ ନୂଆ ଜ୍ଞାନ କୌଶଳକୁ ଆପଣାଇବାକୁ ବୈଠକରେ ଗୁରୁତ୍ବ